OAVET Result: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନାମଲେଖା ପାଇଁ ଏଣ୍ଟ୍ରାନ୍ସ ରେଜଲ୍ଟ ପ୍ରକାଶ, ଜାଣନ୍ତୁ କିଭଳି ଜାଣିବେ…

କଟକ,୬।୨: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OAVET)ର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ OAVET ସହିତ ଓ ମାଇନିଂ ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OMAVET) ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଚଳିତ ବର୍ଷ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଏହି ପ୍ରବେଶିକା ପରୀକ୍ଷା କରାଯାଇଥିଲା। ଏହି ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ www.bseodisha.ac.in କୁ ଯାଇ ସେମାନଙ୍କ ରେଜଲ୍ଟ ଦେଖି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri