ଓଡିଶା ଆଦର୍ଶ ବିଦ୍ୟାଳୟରେ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୬ା୧୧: ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ୨୦ ନଭେମ୍ବର ଶେଷ ହେବ। ରାଜ୍ୟର ୩୧୪ଟି ଓଡିଶା ଆଦର୍ଶ ବିଦ୍ୟାଳୟ ଓ ୫ଟି ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଦେବା ପାଇଁ http://oav.edu.in ରେ ନାମ ପଞ୍ଜିକରଣ କରିପାରିବେ।

ଏଥିପାଇଁ ପ୍ରବେଶିକା ପରୀକ୍ଷା ୧୫.୦୧.୨୦୨୪ ସୁଦ୍ଧା କରାଯିବାପାଇଁ ଧାର୍ଯ୍ୟ କରାଯାଇଅଛି। ପଞ୍ଜିକରଣ ନିମନ୍ତେ ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସୂଚନା ପୁସ୍ତିକା ସମସ୍ତ ଜିଲ୍ଲା ଓ ବ୍ଲକର ପଦାଧିକାରୀଙ୍କୁ ପ୍ରେରଣ କରାଯାଇଛି।

ଉପରୋକ୍ତ ସମସ୍ତ ବିଦ୍ୟାଳୟରେ ୫୦% ସ୍ଥାନ ଛାତ୍ରୀମାନଙ୍କ ନିମନ୍ତେ ଏବଂ ବ୍ଳକର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଜନସଂଖ୍ୟାର ପ୍ରତିଶତ ଅନୁସାରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସ୍ଥାନ ସଂରକ୍ଷଣ କରାଯାଇଅଛି। ପଞ୍ଜିକରଣ ନିମନ୍ତେ କୌଣସି ସହଯୋଗ ପାଇଁ ପିତାମାତା/ ଅଭିଭାବକ/ ଛାତ୍ରଛାତ୍ରୀ ନିକଟସ୍ଥ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଯୋଗାଯୋଗ କରିପାରିବେ।

Image


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?