ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୧୩୪୨ ପଦବୀରେ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୭ା୩: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଓଡ଼ିଶାରେ ଥିବା ଆଦର୍ଶ ଆଦର୍ଶ ବିଦ୍ୟାଳୟ ଗୁଡିକରେ ୧୩୪୨ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟ୍ www.oav.edu.in. ମାଧ୍ୟମରେ ଅନଲାଇନରେ ଆବେଦନ କରିପାରିବେ। ସିଧାସଳଖ ହେବାକୁ ଥିବା ଏହି ନିଯୁକ୍ତି ପ୍ରକ୍ରିୟାରେ ବିଭାଗର ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକ ପଦବୀ ହେବ।

ଆଶାୟୀମାନେ ସେମାନଙ୍କର ଆବେଦନ ଦାଖଲ କରିବା ପୂର୍ବରୁ ବିଜ୍ଞାପନରେ ଦର୍ଶାଯାଇଥିବା ଯୋଗ୍ୟତା ମାନଦଣ୍ଡକୁ ଦେଖିନେବା ଉଚିତ। ଏପ୍ରିଲ୍ ୧, ୨୦୨୪ ତାରିଖରୁ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଥିବା ବେଳେ ଏପ୍ରିଲ୍ ୩୦, ୨୦୨୪ ଶେଷ ତାରିଖ ରହିଛି। ଆବେଦନ କରିବା ପାଇଁ ଦେବାକୁ ଥିବା ଫି କୁ ଆଶାୟୀମାନେ ଡେବିଟ୍ / କ୍ରେଡିଟ୍ କାର୍ଡ / ନେଟ୍ ବ୍ୟାଙ୍କିଙ୍ଗ୍ ମାଧ୍ୟମରେ ଦାଖଲ କରିପାରିବେ। ଅନଲାଇନ୍ ଫି ଦାଖଲ କରିବାର ଶେଷ ତାରିଖ ମଇ ୨ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri