ଅଙ୍ଗନଓ୍ବାଡି କର୍ମୀଙ୍କ ଧାରଣା ସ୍ଥଗିତ

ସୋରଡ଼ା,୨୫ା୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ ଓଡ଼ିଶା ଅଙ୍ଗନବାଡି ଲେଡିସ ଓ୍ବାର୍କର୍ସ ଆସୋସିଏଶନ ସୋରଡା ବ୍ଲକ ତରଫରୁ ଜିଲପାଳ, ତହସିଲଦାର, ଆଇଆଇସି, ଉପଜିଲପାଳଙ୍କୁ ଗତ ଶନିବାର ଏକ ଦାବିପତ୍ର ପ୍ରଦାନ କରଯାଇଥିଲା। ୨୪ ତାରିଖ ପର୍ଯ୍ୟନ୍ତ ସମସ୍ୟାର ସମାଧାନ ନ ହେଲେ ୨୫ ତାରିଖରୁ ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ସୋମବାର ବି ସୀମାଞ୍ଚଳ ପ୍ରଧାନ, ସି ମଞ୍ଜୁବାଳା ନାୟକ ଅଙ୍ଗନବାଡି କର୍ମୀମାନଙ୍କ ସହ ଆଲୋଚନା କରି ଆସନ୍ତା ୨୯ ତାରିଖ ସୁଦ୍ଧା ବ୍ଲକ ଓ ଏନଏସିରେ କାର୍ଯ୍ୟରତ ୨୫୮ ଅଙ୍ଗନବାଡି କର୍ମୀମାନଙ୍କ ୩୩ ମାସର ଟିଏ, ପ୍ରସୂତି କାଳୀନ ଛୁଟି ନେଇଥିବା କେତେକଙ୍କ ଅର୍ଥ, ଭତ୍ତା, କେତେଜଣଙ୍କ ଦରମା ବନ୍ଦ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବା ଆସୋସିଏଶନ ସମ୍ପାଦିକା ଉଶା ରାଣି ପତି କହିଛନ୍ତି। ତେଣୁ ୨୫ରେ ହେବାକୁ ଥିବା ଧାରଣାକୁ ସ୍ଥଗିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri