ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କରାଯାଇଛି। ଏହି ସ୍ମାର୍ଟ ଫୋନ୍ ରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଆପ ରହିଛି। ଏହି ସ୍ମାର୍ଟ ଫୋନ ଜରିଆରେ ଗାଁ ଗାଁ ରେ ଅଙ୍ଗନୱାଡି କର୍ମୀ ମାନେ ହିତାଧିକାରୀଙ୍କୁ ବିଭାଗର ବିଭିନ୍ନ ଯୋଜନା ବାବଦରେ ଅବଗତ କରିବା ସହ ସମସ୍ୟାର ସମାଧାନ କରି ପାରିବେ।

ଓଡ଼ିଶା ସରକାର ଅଙ୍ଗନୱାଡ଼ି କର୍ମୀମାନଙ୍କୁ ପ୍ରାୟ ୮୦,୦୦୦ ସ୍ମାର୍ଟଫୋନ ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶିଶୁ ଏବଂ ମା’ମାନଙ୍କର ପୋଷଣ ସ୍ଥିତିର ସଠିକ ତଥା ପ୍ରଭାବଶାଳୀ ତଦାରଖ ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି।

ଏହି ସ୍ମାର୍ଟଫୋନ ସାହାଯ୍ୟରେ ‘ପୋଷଣ ଅଭିଯାନ’ (POSHAN Abhiyaan) ର ବିଭିନ୍ନ କାର୍ଯ୍ୟକ୍ରମ, ଯେପରିକି ହିତାଧିକାରୀଙ୍କ ପଞ୍ଜୀକରଣ, ଦୈନନ୍ଦିନ ତଥ୍ୟ ଏଣ୍ଟ୍ରି, ପରିପୂରକ ପୋଷଣ ବଣ୍ଟନର ସମୀକ୍ଷା, ଶିଶୁଙ୍କ ଓଜନ ଓ ଉଚ୍ଚତା ବୃଦ୍ଧିର ମାପ ଏବଂ ପ୍ରାକ-ବିଦ୍ୟାଳୟ ଶିକ୍ଷା (Pre-school education) ଆଦିର ସହଜ ଏବଂ ଦକ୍ଷ ପରିଚାଳନା କରାଯାଇପାରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri