ଯୁକ୍ତ ୨ ପରୀକ୍ଷା: ବଦଳିବ ଢାଞ୍ଚା, ୫୦% ମଲ୍‌ଟିପୁଲ ଚଏସ୍‌

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷାର ଢାଞ୍ଚା ବଦଳିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୋମବାର ସୂଚନା ଦେଇଛନ୍ତି। ୨୦୧୬ କିମ୍ବା ପରେ ରେଜିଷ୍ଟ୍ରୀଭୁକ୍ତ ପିଲାଙ୍କ ପାଇଁ ସଂକ୍ଷିପ୍ତ ସିଲାବସ୍‌ରୁ ପ୍ରଶ୍ନ ପଡ଼ିବ।
ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍‌ଟିପୁଲ ଚଏସ୍‌ ପ୍ରଶ୍ନ ରହିବ। ମଲ୍‌ଟିପୁଲ ଚଏସ୍‌ରେ ପ୍ରତ୍ୟେକ ପ୍ରଶ୍ନ ପାଇଁ ୧ ନମ୍ବର ରହିବ। ହାରାହାରି ୩୦ ପ୍ରତିଶତ ସଂକ୍ଷିପ୍ତ ଉତ୍ତରମୂଳକ ରହିବ।
ସଂକ୍ଷିପ୍ତ ଉତ୍ତରମୂଳକ ପ୍ରତି ପ୍ରଶ୍ନ ୨ କିମ୍ବା ୩ ମାର୍କର ରହିବ। ହାରାହାରି ୨୦ ପ୍ରତିଶତ ଦୀର୍ଘ ଉତ୍ତରମୂଳକ ପ୍ରଶ୍ନ ଆସିବ। ଦୀର୍ଘ ଉତ୍ତରମୂଳକ ପ୍ରତି ପ୍ରଶ୍ନ ୫ ମାର୍କ ଲେଖାଏ ରହିବ। ପୂର୍ବଭଳି ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ତେବେ ପରୀକ୍ଷା ଫି’ ନେଇ କିଛି ନିଷ୍ପତ୍ତି ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri