ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୬।୮(ବ୍ୟୁରୋ): ମହାକାରୀ କରୋନାରୁ ଗୁରୁବାର ୧୧୫୦ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୬,୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ତେବେ ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଗଞ୍ଜାମ ଜିଲାରୁ ୨୯୦ଜଣ ରହିଛନ୍ତି।