ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ଗୃହ ଅଚଳ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥ ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।
ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ମଧ୍ୟ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ ବିରୋଧୀ। ଯାହା ପରେ ଗୃହକୁ ୧୧.୩୦ ଯାଏ ମୁଲତବୀ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିନି ଫନୀର କ୍ଷତ: ଅସଜଡ଼ା ଶିକ୍ଷାନୁଷ୍ଠାନ, ସଂଘର୍ଷ କରୁଛି ହୋଟେଲ ଶିଳ୍ପ; ପୁରୁଣା ରୂପକୁ ଫେରୁଛି ବାଲୁଖଣ୍ଡ

ପୁରୀ ଅଫିସ,୩।୫: ବାତ୍ୟା ଫନୀକୁ ବିତିଗଲା ବର୍ଷେ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ୧୪ ଜିଲା ଫନୀଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ...

ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼,...

ନୂଆ ରୂପ ପାଇବ ରାଜଧାନୀ ଶ୍ମଶାନ

ଭୁବନେଶ୍ୱର,୧୦।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ୬୭ ୱାର୍ଡରେ ଥିବା ସମସ୍ତ ଶ୍ମଶାନକୁ ନୂଆ ରୂପ ମିଳିବ। ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏ ନେଇ...

ଚାପରେ ନିର୍ଦ୍ଦେଶ ବଦଳିଲା

ଢେଙ୍କାନାଳ ଅଫିସ୍‌, ୧୨ା୭:ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିମାନେ କ୍ୟାମେରା ନେଇ ଯାଇପାରିବେ ନାହିଁ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏଭଳି ଏକ ବିବାଦୀୟ...

ଲୁକ୍କାୟିତ ସ୍ତରରୁ ବିକାଶ ପଥରେ

ସମବେଦନା ନୁହେଁ, ସମାନତାର ଲଢ଼େଇ। ସମାଜରେ ଭିନ୍ନ ଏକ ଶବ୍ଦରୁ ବାହାରକୁ ଆସିବାର ଚେଷ୍ଟା। ନିଜ ପାଇଁ ଅଧିକାର ସୃଷ୍ଟି କରିବାର ପ୍ରୟାସ। ସହିବାକୁ ପଡ଼ିଛି,...

ଓଡ଼ିଶାକୁ ଲୁଟୁଛନ୍ତି ଅଣ ଓଡ଼ିଆ ଅଫିସର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରସଙ୍ଗ ରବିବାର ବିଧାନସଭାର ଶୂନ୍ୟକାଳରେ ଆଲୋଚନାର ମୁଖ୍ୟ...

ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ, ଡ୍ରେସ୍‌ ଦୋକାନରେ ଜମୁଛି ଭିଡ

ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି...

ଜଣେ ମୃତ, ୨୭ ଅସୁସ୍ଥ

ସୋର, ୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିଛି। ବାନ୍ତି, ପେଟ ବ୍ୟଥା ସାଙ୍ଗକୁ...

Advertisement
Archives

Model This Week