ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ଗୃହ ଅଚଳ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥ ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।
ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ମଧ୍ୟ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ ବିରୋଧୀ। ଯାହା ପରେ ଗୃହକୁ ୧୧.୩୦ ଯାଏ ମୁଲତବୀ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ...

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ...

ମୋହନ ସରକାରଙ୍କ ବଡ଼ ଘୋଷଣା, ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଭୁବନେଶ୍ୱର,୧୨।୯: ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍‌ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ...

ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…

ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌...

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି

ଭୁବନେଶ୍ୱର,୧୨।୯: ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ...

ରାଜ୍ୟ କ୍ୟାବିନେଟ ୩ ପ୍ରସ୍ତାବକୁ ମୋହର: ଝିଅଙ୍କୁ ମିଳିବ…

ଭୁବନେଶ୍ୱର,୧୨।୯: ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଓଡ଼ିଶା ବେସାମରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri