Posted inରାଜ୍ୟ

ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ, ସଂଗଠନ ଓ ଦଳୀୟ ଲୋକଙ୍କ ସହ ମିଶିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୮।୧୧: ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବୁଧବାର ସେ ବାଚସ୍ପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ରଜନୀକାନ୍ତ ଅନୁଗୋଳରୁ ବିଧାୟକ ଥିବା ବେଳେ ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିବା କହିଛନ୍ତି। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ନିଜ ବିଧାନସଭା କ୍ଷେତ୍ରରେ ଅଧିକ ଧ୍ୟାନ ଦେବାକୁ ତଥା ଦଳୀୟ ସଂଗଠନକୁ ସୁଦୃଢ଼ କରିବାକୁ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି ରଜନୀକାନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ…

ସ୍ୱାଧୀନ ଲଢିବେ ଦିଲୀପ, ଭାଜପା କରିବ ଭିତିରି ପ୍ଲାନ!

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ୱାଚନ ନେଇ ବିଜେଡି ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି…

ଚମକାଇଲା ଭାଜପା, ରାଜ୍ୟ ସଭା ଯିବେ…

ଭୁବନେଶ୍ୱର,୩।୩: ମନମୋହନ ସାମଲ ଓ ସୁଜିତ କୁମାର ଭାଜପା ପ୍ରାର୍ଥୀ। ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା।…

ଆମେରିକା-ଇରାନ ଯୁଦ୍ଧ ମଧ୍ୟରେ ଅଶୋଧିତ ତେଲର ମୂଲ୍ୟ ବୃଦ୍ଧି! ଭାରତରେ ମହଙ୍ଗା ହେବ ପେଟ୍ରୋଲ ଏବଂ ଡିଜେଲ?

ନୂଆଦିଲ୍ଲୀ,୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଏବେ ସିଧାସଳଖ ବିଶ୍ୱ ଶକ୍ତି ବଜାର ବା ଗ୍ଲୋବାଲ ଏନର୍ଜି ମାର୍କେଟକୁ ପ୍ରଭାବିତ କରୁଛି। Strait of Hormuz ବା…

ପାକିସ୍ତାନ ଖେଳାଳିଙ୍କ ପାଇଁ ବୋଲି ଲଗାଇବେ ଭାରତୀୟ ମାଲିକ? ଦି ହଣ୍ଡ୍ରେଡ ଅକ୍ସନରେ ୧୪ ପାକିସ୍ତାନୀ ଖେଳାଳି ସାମିଲ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩।୩: ଇଂଲଣ୍ଡର ଲୋକପ୍ରିୟ ଟି-୨୦ ଲିଗ, ଦି ହଣ୍ଡ୍ରେଡ, ଆଗାମୀ ସିଜିନ ପାଇଁ ଖେଳାଳିଙ୍କ ଲମ୍ବା ତାଲିକା ପ୍ରକାଶ ପାଇଛି। ଏଥର ନିଲାମରେ ୨୪୭ ଜଣ ଖେଳାଳି…

୩ୟ ବିଶ୍ୱଯୁଦ୍ଧକୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ଯୁଦ୍ଧକୁ ଡେଇଁବେ ଏସବୁ ଦେଶ!

ବଢ଼ୁଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ, ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧର ଭବିଷ୍ୟବାଣୀ ପୁଣି ଥରେ ସୋସିଆଲ ମିଡିଆରେ ଟ୍ରେଣ୍ଡିଂ ଆରମ୍ଭ କରିଛି, ବିଶେଷକରି ଆମେରିକା, ଇସ୍ରାଏଲ ଏବଂ…

ଯୁଦ୍ଧ ଭିତରେ ଭାରତ କଲା ବଡ଼ ଡିଲ୍‌, ଚାଇନା-ପାକିସ୍ତାନକୁ ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୩।୩: ଗତ କିଛି ବର୍ଷର ସମ୍ପର୍କକୁ ବିଚାରକୁ ନେଲେ, ଭାରତ ଏବଂ କାନାଡା ମଧ୍ୟରେ ଏକ ଐତିହାସିକ ଚୁକ୍ତି କିଏ ପୂର୍ୱାନୁମାନ କରିପାରିଥାନ୍ତା? କିନ୍ତୁ ଏକ ଚୁକ୍ତି…

ଭକ୍ତଙ୍କୁ ଭେଟିଲେ ରମେଶ …

ଭୁବନେଶ୍ୱର,୩।୩: ବିଧାୟକ ବୈଠକରେ ଅନୁପସ୍ଥିତ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ପିସିସି ସଭାପତିଙ୍କୁ ଭେଟିଛନ୍ତି। ରାଜ୍ୟସଭା ନିର୍ବାଚନରେ ଦତେଶ୍ୱର ହୋତାଙ୍କୁ ସମର୍ଥନ ନେଇ ମଧ୍ୟ ଆଲୋଚନା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri