Posted inରାଜ୍ୟ

ଓଡ଼ିଶା ବିଧାନସଭା ନିର୍ବାଚନ: ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୧୯।୨: ଆଗାମୀ ବିଧାନସଭା ନିର୍ବାଚନ ପାଇଁ ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ କଂଗ୍ରେସ। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ୍ ଘୋଷଣା କରାଯିବ। ଆଗୁଆ ଟିକେଟ୍ ପ୍ରଦାନ ପାଇଁ କଂଗ୍ରେସ ପିଇସି କମିଟି ବୈଠକ ବସିଛି । ବୈଠକରେ ନିର୍ବାଚନ କମିଟିର ୨୩ ଜଣ ସଦସ୍ୟ ଉପସ୍ଥିତ ରହିଥିଲେ। ଏହି ବୈଠକ ଅବସରରେ ପିସିସି ସଭାପତି ଗଣମାଧ୍ୟମକୁ ଟିକେଟ ଘୋଷଣା ନେଇ ସୂଚନା ଦେଇଛନ୍ତି।

ବୈଠକରେ ପ୍ରଗମନ ଆପ୍‌ରେ ଆବେଦନ କରିଥିବା ଆଶାୟୀଙ୍କ ବିଷୟରେ ଆଲୋଚନା କରାଯାଉଛି। ବିଧାୟକ ପାଇଁ ୩ ହଜାର, ଏମପି ପାଇଁ ୭୦୦ ଆବେଦନ କରିଛନ୍ତି। ଟିକେଟ ବଂଟାକୁ ସ୍ୱଚ୍ଛ କରିବା ପାଇଁ କଂଗ୍ରେସ ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri