ମୌସୁମୀ ଅଧିବେଶନ: ଏଥର ଦିନକୁ ୬ ଘଣ୍ଟା ଯାଏ ଚାଲିବ ବିଧାନସଭା କାର୍ଯ୍ୟ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଏଥର ଦିନକୁ ୬ ଘଣ୍ଟା ଚାଲିବ ବିଧାନସଭା କାର୍ଯ୍ୟ। ମୌସୁମୀ ଅଧିବେଶନରେ ଦୁଇଟି ପର୍ଯ୍ୟାୟରେ ଚାଲିବ ଗୃହ କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟ ସାଢ଼େ ୧୦ରୁ ସାଢ଼େ ଗୋଟାଏ ଓ ଦ୍ୱିତୀୟ ପର୍ଯ୍ୟାୟରେ ଅପରାହ୍ନ ୪ ଟାରୁ ୬ଟା ପରିବର୍ତ୍ତେ ୭ଟା ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜୁଲାଇ ୨ରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବାକୁ ଥିବା ବେଳେ ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ରହିବ ବୋଲି ବାଚସ୍ପତି ବିକ୍ରମ କେଶରୀ ଆରୁଖ କହିଛନ୍ତି।

ଅପରପକ୍ଷେ କୋଭିଡ କଟକଣା ଭିତରେ ଗୃହ ଚାଲିବ ବୋଲି ନିଷ୍ପତ୍ତି ହୋଇଥିବାରୁ ୩ ଦିନ ପର୍ଯ୍ୟନ୍ତ ବିଧାନସଭାରେ ବିଧାୟକଙ୍କ କରୋନା ଟେଷ୍ଟ କରାଯାଉଛି। ବିଧାୟକଙ୍କ ସହ ବିଧାନସଭାର କର୍ମଚାରୀ, ସୁରକ୍ଷାକର୍ମୀ, ଖବରଦାତାଙ୍କର କରୋନା ଟେଷ୍ଟ କରାଯାଉଛି। ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିବ, ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri