Posted inରାଜ୍ୟ

ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଗୁରୁବାର ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର,୨୨।୧୧: ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ବୁଧବାର ଆଦିବାସୀଙ୍କ ଜମି ପ୍ରସଙ୍ଗରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ବିଧାନସଭା କାର୍ଯ୍ୟ ଆରମ୍ଭ ମାତ୍ରେ ବିରୋଧି ସଦସ୍ୟମାନେ ହାତରେ ପ୍ଲା-କାର୍ଡ ଧରି ଗୃହ ମଧ୍ୟଭାଗକୁ ଆସିବା ସହିତ ହଟ୍ଟଗୋଳ କରିଥିଲେ। ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅନୁରୋଧ ସତ୍ତେ୍ୱ ସେମାନେ ନିଜ ନିଜ ଆସନକୁ ଫେରିନଥିଲେ।

ତେବେ ବିରୋଧି ସଦସ୍ୟମାନଙ୍କ ଗୃହରେ ହଟଗୋଳ ଜାରି ରହିବାରୁ ବାଚସ୍ପତି ପ୍ରଥମେ ଗୃହକୁ ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ। ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରହିଥିଲା। ଅପରାହ୍ନ ୪ଟାରେ ପୁଣି ଗୃହ ଆରମ୍ଭ ହେବା ପରେ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଗୁରୁବାର ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri