Posted inଖେଳ

ଓଡ଼ିଶା ଆଥ୍‌ଲେଟିକ୍ସ ଦଳ ଘୋଷଣା

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ବିଭିନ୍ନ ସହରରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୫ମ ସଂସ୍କରଣ ଆରମ୍ଭ ହୋଇଯାଇଛି। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ପ୍ରତିଯୋଗିତାର ଆଥ୍‌ଲେଟିକ୍ସ ଇଭେଣ୍ଟ ପାଇଁ ବୁଧବାର ଓଡ଼ିଶା ଆଥ୍‌ଲେଟିକ୍ସ ଦଳ ଘୋଷିତ ହୋଇଛି। ଆଥ୍‌ଲେଟିକ୍ସ ଇଭେଣ୍ଟ ୩ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ୫ ବାଳିକା ଓ ୧୧ ବାଳକ ଅଂଶଗ୍ରହଣ କରିବେ। ବାଳକ ବିଭାଗର ୧୦୦ ମିଟରରେ ଦଣ୍ଡପତି ମୃତ୍ତି ଜୟରାମ, ୧୧୦ ମିଟର ହର୍ଡଲ୍ସରେ ରାଜେନ୍ଦ୍ର ସିଧୁ ଓ ନୀତୀଶ କୁଲି, ଟ୍ରିପଲ ଜମ୍ପରେ ସ୍ବାଗତ ବେହେରା, ୨୦୦ ମିଟରରେ ମହମ୍ମଦ ରେୟାଦ ବାସା ଓ ୮୦୦ ମିଟରରେ ପଙ୍କଜ ମଣ୍ଡଳ ଭାଗନେବେ। ସେହିପରି ବାଳିକା ୧୦୦ ମିଟର ହର୍ଡଲ୍ସ ଓ ଲଙ୍ଗଜମ୍ପରେ ସବିତା ଟପ୍ପୋ, ୮୦୦ ମିଟରରେ ଲକ୍ଷ୍ମୀପ୍ରିୟା କିଷାନ, ଲଙ୍ଗଜମ୍ପରେ ଯମୁନା ଟୁଡୁ, ଜାଭେଲିନ ଥ୍ରୋରେ ଜ୍ୟୋତ୍ସ୍ନା ପ୍ରିୟଦର୍ଶିନୀ ସାହୁ ଓ ଟ୍ରିପଲ ଜମ୍ପରେ ମେରୀ ମୁକ୍ତା ସୋରେଙ୍ଗ ଅଂଶଗ୍ରହଣ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?