ରକ୍ତମୁଖା ହୋଇଗଲେ ସାନ ଭାଇ, ଜମିବାଡ଼ି ପାଇଁ ନେଇଗଲେ ବଡ଼ ଭାଇଙ୍କ ଜୀବନ

ଜଳେଶ୍ୱର,୨୩।୧୦(ନବୀନ ସାହୁ): ବାଲେଶର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ବରଡିହା ପଞ୍ଚାୟତର ବଣକାଟି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ଗଣ୍ଡଗୋଳକୁ କେନ୍ଦ୍ର କରି ଜଣେ ଭାଇ ଆଉ ଜଣେ ଭାଇର ଜୀବନ ନେଇଯାଇଛନ୍ତି। ମୃତକ  ହେଲେ ବଡ଼ ଭାଇ ଖୁଦିରାମ(୪୫)।
ସୂଚନାନୁଯାୟୀ, ସୋମବାର ସନ୍ଧ୍ୟା ୭ଟାରେ ଘରେ ବାଡ଼ ଘେରାକୁ କେନ୍ଦ୍ର କରି ଦୁଇ ଭାଇ ଅଭିରାମ(୪୦)ଏବଂ ଖୁଦିରାମଙ୍କ  ମଧ୍ୟରେ ପାଟି ତୁଣ୍ଡ ହୋଇଥିଲା। ଏହା ଉଗ୍ର ରୂପ ନ଼େବା ପରେ ସାନ ଭାଇ ଖୁଦିରାମ ଠେଙ୍ଗାରେ ବଡ଼ ଭାଇଙ୍କୁ ପିଟିଦେଇଥିଲେ। ତାଙ୍କ ମୁଣ୍ଡରେ ଆଘାତ ଲାଗିବା ପରେ ସେ ଗୁରୁତର ହୋଇଥିଲେ। ଖୁଦିରାମଙ୍କୁ ପ୍ରଥମେ ହାତୀଗଡ଼ ସ୍ବାସ୍ଥ୍ୟ କେନ୍ଦ୍ର ପରେ ବାରିପଦା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ହେଲେ ସେଠାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ନେବା ବାଟରେ ମଙ୍ଗଳବାର ରାତି ୪ଟା ସମୟରେ ଖୁଦିରାମଙ୍କ ମୃତ୍ୟୁ ଘଟିଥିଲା। ବାଲେଶ୍ୱରରେ ତାଙ୍କର ମୃତଦେହ ବ୍ୟବଚ୍ଛେଦ ବୁଧବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଖିଦିରାମଙ୍କ ସ୍ତ୍ରୀ ରେବତୀ ଏ ନେଇ ବୁଧବାର ସାରେ ରାଇବଣିଆ ଥାନାରେ ଅଭିଯୋଗ କରିଛନ୍ତି।

 ଦୀର୍ଘ ଦିନ ଧରି ଦୁଇ ଭାଇ ମଧ୍ୟରେ ଜମିବାଡିକଚ ନେଇ ଗଣ୍ଡଗୋଳ ରହିଥିଲା। ସାନ ଭାଇ ଅଭିରାମ ଶ୍ୱଶୁର ଘରେ ରହି କାର୍ଯ୍ୟ କରନ୍ତି। ସୋମବାର ବଡଭାଇ ଖୁଦିରାମ ତାଙ୍କ ଶ୍ୱଶୁର ଘରକୁ ଯାଇଥିବାର ସୁଯୋଗ ନେଇ  ସାନ ଭାଇ ଘରେ ହୋଇଥିବା ବାଡକୁ ଉପାଡି ଦେଇଥିଲେ। ଶଶୁର ଘରୁ ସାରେ ଘରକୁ ଫେରିବା ପରେ ଦୁଇ ଭାଇଙ୍କ ମଧ୍ୟରେ ମାଡ଼ପିଟ ହୋଇଥିଲା। ଶେଷରେ ସାନ ଭାଇଙ୍କ ଠେଙ୍ଗା ମାଡ଼ରେ ବଡ଼ ଭାଇ ଆହତ ହୋଇ ପ୍ରାଣ ହରାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri