ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପ୍ରଥା ଓ ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri