ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…

ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା ଅଛି।

ସେପଟେ, ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଛି। ସମର୍ଥନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ସୂଚନା ଦେଇଛନ୍ତି। ବନ୍ଦ ପାଳନକୁ ସମର୍ଥନ ଜଣାଇବାକୁ ସବୁ ଜିଲା କଂଗ୍ରେସ କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବିଜେଡି ମଧ୍ୟ ସମର୍ଥନ ଜଣାଇ ବନ୍ଦ ଡାକରା ପାଇଁ ସାଧୁବାଦ ଜଣାଇଛି। ବନ୍ଦ ଡାକରାକୁ ନେଇ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଭଲ ପଦକ୍ଷେପ, ସାଧୁବାଦ ଜଣାଉଛୁ । ଚାଷୀ ସମସ୍ୟା, PUCC, ସ୍ମାର୍ଟ ସିଟି ପ୍ରସଙ୍ଗରେ ଆମର ୨ରୁ ଆନ୍ଦୋଳନ। ‘ନବ ନିର୍ମାଣ କୃଷକ ସଂଗଠନକୁ ଅଲ ଦି ବେଷ୍ଟ, ସେ ତାଙ୍କ କାର୍ଯ୍ୟକ୍ରମ ଆଗାନ୍ତୁ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ଅଭିଯୁକ୍ତ

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା…

ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

ସମର୍ଥନ ମିଳୁଛି, ସମାଧାନ ହେଉନି: ଚେତାବନୀ ଦେଲେ ଚାଷୀ

ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…

ଏଲ୍‌ପିଜି ଅପେକ୍ଷାରେ ହୃଦ୍‌ଘାତ, ବୃଦ୍ଧ ମୃତ

ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍‌ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri