ବାଲ୍ୟ ବିବାହ ରୋକିଲା ବରଗଡ଼ ପ୍ରଶାସନ

ବରଗଡ଼,୪।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସିଲେଟ୍‌ ଗ୍ରାମରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ମଙ୍ଗଳବାର ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଛି। ଆସନ୍ତା ୭ତାରିଖ ଗ୍ରାମରେ ଉକ୍ତ ବାଲ୍ୟ ବିବାହ ଅନୁଷ୍ଠିତ ହେବାର ଥିଲା। ଏ ସମ୍ପର୍କରେ ଚାଇଲ୍ଡ ହେଲ୍ପଲାଇନର ଟୋଲ ଫ୍ରି ନମ୍ବର-୧୦୯୮କୁ ଫୋନ କଲ୍‌ ଅସିଥିଲା। ଏହାପରେ ଅତାବିରା ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀଙ୍କ ସମେତ ସୁପରଭାଇଜର, ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ର ବବିତା ରାଉତ୍‌, ଚାଇଲ୍ଡ ହେଲ୍ପଲାଇନର ଜିଲା ସଂଯୋଜକ ସଞ୍ଜୟ ଶତପଥୀ, କାଉନସେଲର ଲଲିତ ପ୍ରଧାନ, ସୁପରଭାଇଜର ଆକାଶ ପ୍ରଧାନ ପ୍ରମୁଖ ଉକ୍ତ ଗ୍ରାମକୁ ପହଞ୍ଚି ବାଲ୍ୟ ବିବାହକୁ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri