Posted inଖେଳ

ରଣଜୀ ଟ୍ରଫିରେ ଓଡ଼ିଶାର ବଡ଼ ବିଜୟ, ରାଜେଶ ମହାନ୍ତିଙ୍କୁ ୫ ୱିକେଟ ସଫଳତା

କଟକ,୨୯ା୧: କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ହିମାଚଳ ପ୍ରଦେଶ ବିପକ୍ଷ ଏଲିଟ ଗ୍ରୁପ୍‌ ‘ଡି’ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ବଡ଼ ବିଜୟ ହାସଲ କରିଛି। ଦ୍ୱିତୀୟ ଇନସିଂରେ ସନ୍ଦୀପ ପଟ୍ଟନାୟକଙ୍କ ଶତକ ବଳରେ ଓଡ଼ିଶା ହିମାଚଳ ଆଗରେ ବଡ଼ ବିଜୟ ଲକ୍ଷ୍ୟ ଛିଡ଼ା କରିଥିଲା। ୩୮୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଦ୍ୱିତୀୟ ଇନିଂସରେ ହିମାଚଳ ପ୍ରଦେଶ ମାତ୍ର ୧୪୯ ରନରେ ଅଲଆଉଟ ହୋଇଯାଇଥିଲା। ହିମାଚଳ ପାଇଁ ପ୍ରଶାନ୍ତ ଚୋପ୍ରା ସର୍ବାଧିକ ୫୭ ରନ୍ ସ୍କୋର କରିଥିଲେ।

ଅନ୍ୟପଟେ ଓଡ଼ିଶା ପାଇଁ ସଫଳ ବୋଲର ଭାବେ ରାଜେଶ ମହାନ୍ତି ୫ ଉଇକେଟ ପାଇଥିଲେ। ତାଙ୍କ ବ୍ୟତୀତ ବିପ୍ଳବ ସାମନ୍ତରାୟଙ୍କୁ ଦୁଇଟି, ଦେବବ୍ରତ ପ୍ରଧାନ, ସୁନୀଲ ରାଉଳ ଏବଂ ହର୍ଷିତ ରାଠୋରଙ୍କୁ ଗୋଟିଏ ଲେଖାଏ ଉଇକେଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri