Posted inଖେଳ

ରାଜସ୍ଥାନକୁ ୧୩-୧ରେ ହରାଇଲା ଓଡ଼ିଶା

କାକିନାଡ଼ା, ୨୦ା୨: ଏଠାରେ ଚାଲିଥିବା ୧୩ତମ ଜାତୀୟ ସିନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ରବିବାର ଓଡ଼ିଶା, କର୍ନାଟକ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ବିହାର ସେମାନଙ୍କ ମ୍ୟାଚ୍‌ରେ ବିଜୟ ହାସଲ କରି କ୍ୱାର୍ଟର ଫାଇନାଲ ସମ୍ଭାବନାକୁ ଦୃଢ଼ୀଭୂତ କରିଛନ୍ତି। ଦିନର ପ୍ରଥମ ପୁଲ୍‌ ‘ଏ’ ମ୍ୟାଚ୍‌ରେ ଓଡ଼ିଶା ୧୩-୧ ଗୋଲ୍‌ରେ ରାଜସ୍ଥାନକୁ ହରାଇ ଦେଇଛି।

ଦଳ ପକ୍ଷରୁ ପୁନମ୍‌ ବାର୍ଲା (୧ମ, ୩ୟ, ୨୯ତମ, ୪୬ତମ ଓ ୪୭ତମ ମିନିଟ୍‌) ୫ଟି ଗୋଲ୍‌ ସ୍କୋର କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଆଟେନ ଟପ୍ପୋ, ଅସ୍ମିତା ବାର୍ଲା, ରିଙ୍କି ଟପ୍ପୋ ଦୁଇଟି ଲେଖାଏଁ ଏବଂ ସରିତା ଓ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଅନୁପା ବାର୍ଲା ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ପୁଲ୍‌ ‘ବି’ରେ ଚଣ୍ଡିଗଡ଼ ବିପକ୍ଷରେ କର୍ନାଟକ ୨-୧ ଗୋଲ୍‌ରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ଗ୍ରୁପ୍‌ ସି’ରେ ଛତିଶଗଡ଼ ୪-୧ ଗୋଲ୍‌ରେ ଉତ୍ତରାଖଣ୍ଡକୁ ହରାଇ ଦେଇଛି। ପୁଲ୍‌ ଜି’ରେ ମଧ୍ୟପ୍ରଦେଶ ସମାନ ଗୋଲ୍‌ ବ୍ୟବଧାନରେ ମଣିପୁରକୁ ପରାସ୍ତ କରିଛି। ଦିନର ଶେଷ ମ୍ୟାଚ୍‌ ଗ୍ରୁପ୍‌ ଡି’ରେ ବିହାର ୨-୦ ଗୋଲ୍‌ରେ ଆସାମକୁ ପରାଜିତ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri