ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ।

ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଗୁରୁତ୍ୱ ଦିଅନ୍ତି। ଏଣୁ ଚଳିତଥର ଲୋକଙ୍କ ମତାମତ ଅନୁସାରେ ବିଜେଡି ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ। ଏଥିପାଇଁ bjdmanifesto୨୦୨୪@gmail.comରେ ମତାମତ ଦେବାକୁ ଲୋକଙ୍କୁ ପାଣ୍ଡିଆନ ଅପିଲ କରିଛନ୍ତି ।

ଏହାଛଡ଼ା ଏହା ଲୋକଙ୍କ ସରକାର, ମତାମତକୁ ଗୁରୁତର ସହ ମୁଖ୍ୟମନ୍ତ୍ରୀ ଗ୍ରହଣ କରିବେ । ଏପରିକି ଓଡ଼ିଶାବାସୀ ଯାହା ଚାହିଁବେ ସେହି ଅନୁସାରେ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ ବୋଲି କହିଛନ୍ତି ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri