ଅଯୋଧ୍ୟାରେ ନିର୍ମାଣ ହେବ ଓଡ଼ିଶା ଭବନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬ା୨: ଅଯୋଧ୍ୟା, ବେଙ୍ଗାଲୁରୁ ଓ ସୁରତରେ ନିର୍ମାଣ ହେବ ଓଡ଼ିଶା ଭବନ। ଏଥିପାଇଁ ଜମି ମଗାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିଲ୍ଲୀ ନୂଆ ଓଡ଼ିଶା ଭବନ ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମୁମ୍ବାଇରେ ମଧ୍ୟ ଆଉ ଗୋଟିଏ ଓଡ଼ିଶା ଭବନ ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବରୁ କୋଲକାତା, ଚେନ୍ନାଇ, ମୁମ୍ବାଇରେ ଓଡ଼ିଶା ଭବନ ଅଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ର ପ୍ରଥମ ଶକ୍ତିଶାଳୀ ବାତ୍ୟା ‘ହୋରାସିଓ’, ପାଣିପାଗ ବିଭାଗ କହିଲା ଏହା ଭାରତ ଉପରେ…

ନୂଆଦିଲ୍ଲୀ,୨୬ା୨: ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ତେଲଙ୍ଗାନା ରାଜ୍ୟଗୁଡ଼ିକରେ ବର୍ଷା ହେଉଛି। ଭାରତ ମହାସାଗରରେ ହୋରାସିଓ ନାମକ ଏକ ବଡ଼ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଥିବାରୁ ଲୋକମାନେ ଭୟଭୀତ…

ସଫେଇ କର୍ମଚାରୀଙ୍କୁ ୨ ଲକ୍ଷ, ଇଞ୍ଜିନିୟରଙ୍କୁ ୭ ଲକ୍ଷ, ଡ୍ରାଇଭରଙ୍କୁ ଲକ୍ଷେ ଟଙ୍କା ଦରମା, ଜାଣନ୍ତୁ ସବିଶେଷ ବିବରଣୀ…

ହାଇଦ୍ରାବାଦ,୨୬ା୨: ତେଲଙ୍ଗାନାର ମୁଖ୍ୟ ସଚିବ କେ. ରାମକୃଷ୍ଣ ରାଓ ବୁଧବାର କେନ୍ଦ୍ର ଅର୍ଥନୈତିକ ଏବଂ ସାମାଜିକ ଅଧ୍ୟୟନ (CESS) ଦ୍ୱାରା ଆୟୋଜିତ ୧୬ତମ ଅର୍ଥ କମିଶନଙ୍କ ସୁପାରିସ…

ବିବାଦ ପରେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରୁ ହଟିଲା ବିବାଦୀୟ ଅଧ୍ୟାୟ

ନୂଆଦିଲ୍ଲୀ,୨୬।୨: ଜାତୀୟ ଶୈକ୍ଷିକ ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ପାଠ୍ୟପୁସ୍ତକରୁ ବିବାଦୀୟ ଅଧ୍ୟାୟକୁ ହଟାଇ ଦେଇଛି। କିନ୍ତୁ ୩୮ଟି କପି ଏହା ପାଇଁ…

ସରକାରଙ୍କ କ୍ଷମା ପ୍ରାର୍ଥନାକୁ ଗ୍ରହଣ କଲେନି ସିଜେଆଇ, କହିଲେ ସେ ସନ୍ତୁଷ୍ଟ ହେବେ ନାହିଁ, ଯେପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୬ା୨: NCERTର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ ସମ୍ପର୍କରେ ଗୁରୁବାର ଶୁଣାଣି ହୋଇଥିଲା। ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ଖୁବ୍‌ ରାଗି…

ଅନ୍ୟ କେଉଁ ଦେଶକୁ ନୁହେଁ, କେବଳ ଭାରତକୁ ଏହି ଜିନିଷ ଦେବ ଇସ୍ରାଏଲ୍‌: ଥରିଉଠିବ ପାକିସ୍ତାନ

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମୟରେ ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରିତ ହେବାକୁ ଯାଉଛି। ବିଶ୍ୱର ବିଭିନ୍ନ ଦେଶ ଏହି ଅସ୍ତ୍ର ଦାବି…

କର ବା ମର ସ୍ଥିତିରେ ଭାରତ: ହାରିଲେ ଟି-୨୦ ବିଶ୍ୱକପ୍‌ରୁ ହେବ ବିଦା

ଚେନ୍ନାଇ,୨୫ା୨(ପି.ଟି.): ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ଗୁରୁବାର ଜିମ୍ବାଓ୍ବେକୁ ଭେଟିବାକୁ ଯାଉଛି। ଗତ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାଠାରୁ ବଡ଼…

ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ: ଘୋଡ଼ାନାଚ ପାଇଁ ଥିଲେ ପରିଚିତ

ଚୌଦ୍ବାର,୨୬।୨: ବିଶିଷ୍ଟ ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ଘଟିଛି। ଅସୁସ୍ଥତା କାରଣରୁ ଚୌଦ୍ବାରର ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। କଳା କ୍ଷେତ୍ରରେ ଅବଦାନ ପାଇଁ…

ବଡ଼ କୀର୍ତ୍ତିମାନ ହାସଲ କଲେ ମୋଦି: ଟ୍ରମ୍ପଙ୍କୁ ପଛରେ ପକାଇ ହେଲେ ନମ୍ବର-୧

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ୧୦୦ ନିୟୁତରୁ ଅଧିକ ଫଲୋଅର୍ସ ଥିବା ପ୍ରଥମ ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri