ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍‌ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି ।

ବିଜେଡିକୁ ଫେରିବା ପରେ ବିଜୟ କେତନ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଜୀବନ ସାରା ବିଜୁ ବାବୁଙ୍କ ଆଦର୍ଶରେ କାମ କରିଛି। ଯେଉଁଠି ଥିଲେ ବି ମାନସିକ ସ୍ତରରେ ନବୀନଙ୍କ ସହ ଥିଲି । ଭାଜପା ପ୍ରତି ବିତୃଷ୍ଣା ହୋଇ ଦଳ ଛାଡିଲି । ବିଜେଡିର ସଂଗଠନକୁ ସୁଦୃଢ଼ କରିବାକୁ କାମ କରିବି। ୧୯୭୨ରୁ ବିଜୁ ବାବୁଙ୍କ ଅନୁଗାମୀ ହୋଇ ପଟ୍ଟାମୁଣ୍ଡାଇରୁ ରାଜନୈତିକ ସେ କ୍ୟାରିୟର ଆରମ୍ଭ କରିଥିଲେ। ଜନତା ଦଳର ପ୍ରଥମ ଜିଲା ସଭାପତି ଥିଲେ । ସେହିପରି ବିଜୁ ଜନତା ଦଳର ପ୍ରଥମ କେନ୍ଦ୍ରାପଡ଼ା ଜିଲା ସଭାପତି ମଧ୍ୟ ଥିଲେ । ଏହାପରେ ଭାଜପାରେ ମିଶି ରାଜନଗର ଆସନରୁ ୨୦୦୯ରେ ଭାଜପା ଟିକେଟରେ ଲଢ଼ିଥିଲେ । ଏବେ ପୁଣି ସେ ବିଜେଡିକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri