ରାଜ୍ୟସଭା ନିର୍ବାଚନ: ଏତିକି ଆସନରେ ପ୍ରାର୍ଥୀ ଦେବ ଭାଜପା, ବିଜେଡି ପାଇଁ ବଡ ମଉକା

ଭୁବନେଶ୍ୱର,୧୩।୨: ୧୦ଟି ରାଜ୍ୟରେ ଖାଲି ହେବାକୁ ଯାଉଛି ୩୭ଟି ରାଜ୍ୟସଭା ଆସନ। ଏଥିପାଇଁ ନିର୍ବାଚନ କମିଶନ (ECI) ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଓଡ଼ିଶାର ୪ଟି ଆସନ ରହିଛି, ଯାହାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ହୋଇଛି। ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓଡ଼ିଶାରୁ ୩ଟି ସିଟ୍ ଦଖଲ କରିବେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି।

ଏପ୍ରିଲ ୨, ୨୦୨୬ରେ ଓଡ଼ିଶାର ଭାଜପା ଏମପି ସୁଜିତ କୁମାର ଓ ମମତା ମହନ୍ତ ଏବଂ ବିଜେଡିର ମୁଜିବୁଲ୍ଲା ଖାଁ (ମୁନା ଖାଁ) ଓ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେଉଛି।

ବର୍ତ୍ତମାନର ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଭାଜପା ଦୁଇଟି ଓ ବିଜେଡି ଖାତାକୁ ଗୋଟିଏ ଲେଖାଏଁ ସିଟ୍ ସହଜରେ ଯିବ। କିନ୍ତୁ ଚତୁର୍ଥ ଆସନ ପାଇଁ ଗଣିତ ବେଶ୍ ଜଟିଳ। ଏହି ଆସନ ପାଇଁ କଂଗ୍ରେସର ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇପାରେ। ଭାଜପା ଓ କଂଗ୍ରେସ ମଧ୍ୟରେ ସମନ୍ୱୟର ସମ୍ଭାବନା କମ୍ ଥିବାରୁ, ବିଜେଡି ଓ କଂଗ୍ରେସର ମିଳିତ ରଣନୀତି କିମ୍ବା ଭାଜପା -ବିଜେଡି ମଧ୍ୟରେ କୌଣସି ବୁଝାମଣା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri