ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି: ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌?

ଭୁବନେଶ୍ୱର,୫।୪: ଆଗାମୀ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଶୁକ୍ରବାର ଆଉ ୯ ବିଧାନସଭା ଆସନ ଲାଗି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି।

କେଉଁଠୁ କାହାକୁ ମିଳିଲା ଟିକେଟ:
-ରେଙ୍ଗାଲି-ସୁଦର୍ଶନ ହରିପାଲ
-ରାଉରକେଲା-ଶାରଦା ନାୟକ
-ବୀରମିତ୍ରପୁର-ରୋହିତ ଯୋଶେଫ ତିର୍କୀ
-କେନ୍ଦୁଝର-ମୀନା ମାଝୀ
-ରାଇରଙ୍ଗପୁର-ରାଇସିଂ ମୁର୍ମୁ
-ବାଲେଶ୍ୱର-ସ୍ବରୂପ ଦାସ
-ବାରବାଟୀ କଟକ- ପ୍ରକାଶ ବେହେରା
-ସାଲେପୁର-ପ୍ରଶାନ୍ତ ବେହେରା
-ଜୟଦେବ-ନବକିଶୋର ମଲ୍ଲିକ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri