ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧

ଭୁବନେଶ୍ୱର,୩।୧: ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା। ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର ମଧ୍ୟରେ ଓଡ଼ିଶାର ୪ ସହର ରହିଛି। ୩୫୫ AQI ସହ ତାଳଚେର ସବୁଠୁ ପ୍ରଦୂଷିତ ସହର ହୋଇଥିବା ବେଳେ ଅନୁଗୋଳରେ AQI ୩୨୯, ବାରିପଦାରେ AQI ୩୨୪, କଟକରେ AQI ୩୦୪ ଓ ଭୁବନେଶରର AQI ୩୦୨ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ…

ରତିକାନ୍ତଙ୍କୁ ଗୁରୁଦାୟିତ୍ୱ ଦେଲା ବିଜେଡି: କହିଲେ…

ବଞ୍ଚୋ,୫।୫(ପ୍ରଦୋଷ କୁମାର ବିଶ୍ୱାଳ): ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଅଫିସ ଆର୍ଡର ନଂ ୩୬, ତାରିଖ ୦୫/୦୫/୨୦୨୫ ଅନୁଯାୟୀ ରାଜ୍ୟର ବିଭିନ୍ନ ପଦବୀ ପାଇଁ ନୂତନ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ: ମମତା ଇସ୍ତଫା ନ ଦେବାର ଘୋଷଣା ପରେ ବେଙ୍ଗଲରେ ଚହଳ!

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବା ପାଇଁ ଅଟଳ ରହିଛନ୍ତି। ମଙ୍ଗଳବାର ଏକ…

ମମତାଙ୍କ ଯୁଦ୍ଧଂଦେହି ଡାକରା: ଆମେ ନିର୍ବାଚନ ହାରି ନାହୁଁ, ମୁଁ ଇସ୍ତଫା ଦେବି ନାହିଁ…

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମଧ୍ୟ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କ ଆଭିମୁଖ୍ୟ କୋହଳ ହୋଇନାହିଁ। ନିର୍ବାଚନ ଫଳାଫଳ ପରେ…

ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା: ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ପୁରୀ,୫।୫: ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଏବଂ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri