ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। । ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ।

ପଢ଼ନ୍ତୁ ➡️ ଏଥର ରାଜ୍ୟ ବଜେଟ ଟପିବ ଏତିକି କୋଟି

ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ। ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ବିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି। ମାର୍ଚ୍ଚ ୩୧ ତାରିଖ ଦିନ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ।

ସୂଚନା ଥାଉକି, ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ସେଥିରେ ପ୍ରଶାସନିକ ବ୍ୟୟ ବାବଦକୁ ୯୭ ହଜାର ୭୨୫କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବାବଦକୁ ୧ଲକ୍ଷ ୫୫ହଜାର କୋଟି ଟଙ୍କା ରହିଥିଲା। ଏହାସହିତ ୩ହଜାର ୯୦୦କୋଟି ଟଙ୍କା ବିପର୍ଯ୍ୟୟ ପ୍ରଶମନ ପାଇଁ ରହିଥିବାବେଳେ ୮ହଜାର ୩୭୫କୋଟି ଅନ୍ୟାନ୍ୟ ବ୍ୟୟ ବାବଦକୁ ରହିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି ୨ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ ବ୍ୟବସ୍ଥା ହୋଇଥିଲା। ସେଥିମଧ୍ୟରେ ପ୍ରଶାସନିକ ଖର୍ଚ୍ଚ ବାବଦକୁ ୧ଲକ୍ଷ ୮ହଜାର କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବ୍ୟୟବାବଦକୁ ୧ଲକ୍ଷ ୭୦ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ପାଇଁ ୪ହଜାର କୋଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ଲାଗି ୮ହଜାର କୋଟି ଟଙ୍କା ରହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?