Odisha Budget: ମତ୍ସ୍ୟ, ପଶୁପାଳନ ପାଇଁ ୧୯୦୯ କୋଟି ବଜେଟରେ ଘୋଷଣା

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମତ୍ସ୍ୟ, ଏବଂ ପଶୁପାଳନକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ରାଜ୍ୟ ସରକାର ମତ୍ସ୍ୟ, ପଶୁପାଳନ ପାଇଁ ବଜେଟରେ ୧୯୦୯ କୋଟି ଟଙ୍କା ବୟବରାଦ କରିଛନ୍ତି।

ଏଥିସହ ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛନ୍ତି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୧୪୬ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏପରିକି ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି । ଏହାଦ୍ୱାରା ରାଜ୍ୟ ମତ୍ସ୍ୟ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ଆତ୍ମନିିର୍ଭରଶୀଳ ହେବା ନେଇ ଲକ୍ଷ୍ୟ ରଖାଯାଇଛି।

କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସେହିପରି ସିଏମ୍‌ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି କରାଯାଇଛି। ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି। ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି। ମିଲେଟ ପାଇଁ ଏମ୍‌ଏସ୍‌ପି ୪୨୯୦ ଟଙ୍କା ବାଦ ଅଧିକ ୨ ଶହ ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri