ଶୁକ୍ରବାର ନବୀନ ସରକାରଙ୍କ ପଞ୍ଚମପାଳିର ଅନ୍ତିମ ବଜେଟ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଉପସ୍ଥାପନ ହେବ। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ।

ଓଡ଼ିଶା ସରକାର ଏଥର ଭିତ୍ତିଭୂମି ଏବଂ ସାମାଜିକ ସୁରକ୍ଷା ସହ କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ଗ୍ରାମୀଣ ବିକାଶ, କ୍ରୀଡା, ମିଶନ ଶକ୍ତି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦେଇପାରନ୍ତି। ଏହା ବ୍ୟତିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଲିଙ୍ଗରାଜ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ମନ୍ଦିର ବିକାଶ ପ୍ରକଳ୍ପ ପାଇଁ ମଧ୍ୟ ବିଶେଷ ବ୍ୟବସ୍ଥା ହେବାର ସମ୍ଭାବନା ରହିଛି। ତେବେ ସରକାର ଶେଷ ବଜେଟରେ କ’ଣ ଘୋଷଣା କରିବେ ତାହା ଉପରେ ରାଜ୍ୟବାସୀଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri