କ୍ୟାବିନେଟ୍‌ରେ ୪ଟି ପ୍ରସ୍ତାବ ପାରିତ: ଇଲେକ୍ଟ୍ରୋନିକ୍‌, IT ପଲିସିକୁ ଅନୁମୋଦନ

ଭୁବନେଶ୍ୱର,୨୫।୮: ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ପରେ ଏହି ସୂଚନା ଦେଇଛନ୍ତି।

ଇଲେକ୍ଟ୍ରୋନିକ୍‌ ଓ ଆଇଟି ବିଭାଗର ୨ଟି ଏବଂ ସଂସଦୀୟ ବ୍ୟାପାର ଓ ସାଧାରଣ ପ୍ରଶାସନ (GA) ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ପାରିତ ହୋଇଛି। ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ ଆରମ୍ଭ ଏବଂ ଓଡ଼ିଶା ଲୋକସେବା ଆୟୋଗର ୩ ସଦସ୍ୟଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ଏହା ସହ ଇଲେକ୍ଟ୍ରୋନିକ୍‌ କମ୍ପୋନେଣ୍ଟ ମାନ୍ୟୁଫାକ୍‌ଚରିଂ ପଲିସିକୁ ଅନୁମୋଦନ କରାଯାଇଛି, ଯେଉଁଥିରେ ୧୦ଟି ମେଗା ପ୍ରକଳ୍ପ ପାଇଁ କ୍ୟାପିଟାଲ ସବସିଡି ଓ ଟର୍ଣ୍ଣଓଭର ଇନସେଣ୍ଟିଭ ପ୍ରଦାନ କରାଯିବ। ଏହା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍‌ ମାନ୍ୟୁଫାକ୍‌ଚରିଂରେ ଅଗ୍ରଣୀ ରାଜ୍ୟ କରିବ।

ନୂଆ ଆଇଟି ପଲିସିକୁ ମଧ୍ୟ ଅନୁମୋଦନ କରାଯାଇଛି, ଯେଉଁଥିରେ କ୍ୟାପିଟାଲ ସବସିଡି ୩୦%କୁ ବୃଦ୍ଧି କରାଯାଇଛି ଏବଂ ଉପରିସୀମା ଉଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri