ଓଡ଼ିଶା କ୍ୟାଡର ଆଇପିଏସ୍‌ ବିଏସ୍‌ଏଫ୍‌ ଆଇଜି ନିଯୁକ୍ତ

ଭୁବନେଶ୍ୱର,୨୨।୯(ବ୍ୟୁରୋ)-ଓଡ଼ିଶା କ୍ୟାଡର ୧୯୯୩ ବ୍ୟାଚ ଆଇପିଏସ୍‌ ଅଫିସର ସୁଶାନ୍ତ କୁମାର ନାଥକୁ କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର(ବିଏସ୍‌ଏଫ୍‌)ର ଇନ୍‌ସପେକ୍ଟର ଜେନେରାଲ (ଆଇଜି) ଭାବେ ନିଯୁକ୍ତି ଦେଇଛନ୍ତି। ସୋମବାର ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଯାଇଛି। ଆସନ୍ତା ୫ ବର୍ଷ ଯାଏ ନାଥ ଏହି ଦାୟିତ୍ୱରେ ରହିବେ। ନୂତନ ପଦବୀରେ ଯୋଗଦେବା ଲାଗି ତୁରନ୍ତ ତାଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେବାକୁ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?