Posted inରାଜ୍ୟ

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ୩ଟି ବିଶ୍ୱବିଦ୍ୟାଳୟରେ ନିର୍ବାଚନ ବଦଳରେ ସିଧାସଳଖ ଛାତ୍ର ନେତା ଚୟନ କରାଯିବ।

ଓଡ଼ିଆ ବିଶ୍ୱବିଦ୍ୟାଳୟ, ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଏବଂ ସମ୍ବଲପୁରର ଗଙ୍ଗାଧର ମେହେର (ଜିଏମ୍) ବିଶ୍ୱବିଦ୍ୟାଳୟରେ ମନୋନୟନ/ଚୟନ ପ୍ରକ୍ରିୟା ମାଧ୍ୟମରେ ଛାତ୍ର ପ୍ରତିନିଧି ବଛାଯିବ। ଅନ୍ୟପଟେ ବାକି ୧୩ଟି ବିଶ୍ୱବିଦ୍ୟାଳୟରେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭୋଟଗ୍ରହଣ କରାଯାଇ ଛାତ୍ର ସଂସଦ ନିର୍ବାଚନ କରାଯିବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?