ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ ସେ ଲଢ଼ିବାକୁ ଟିକେଟ ପାଇଛନ୍ତି।

ପ୍ରକାଶ ଯେ, ନୀଳଗିରିରେ ଭାଜପା ଛାଡ଼ି ବିଜେଡିରେ ମିଶିଥିବା ସୁକାନ୍ତ ନାୟକଙ୍କୁ ବିଜେଡି ଟିକେଟ ଦେଇଥିବାବେଳେ ବିଜେଡି ଛାଡ଼ି ଭାଜପାରେ ମିଶିଥିବା ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ ଦେଇଛି । ଆଜି କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିବା ପରେ ଏଠାରେ ତ୍ରୀମୁଖି ଲଢେଇ ହେବାର ସ୍ପଷ୍ଟ ସଂକେତ ମିଳୁଛି ।

ଏହାଛଡ଼ା କଂଗ୍ରେସ ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଦେଇଛି। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ଼, ପୁରୀରେ ପ୍ରାର୍ଥୀ ବଦଳିଛନ୍ତି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବରୀରୁ ଦେବାଶିଷ ନାୟକ, ଆଠମଲିକରେ ହିମାଂଶୁ ଚାଉଳିଆ ନିର୍ବାଚନ ଲଢ଼ିବେ।

୧) ଜଳେଶ୍ୱର – ସୁଦର୍ଶନ ଦାସ
୨) ବରୀ – ଦେବାଶିଷ ନାୟକ
୩) ଆଠମଲ୍ଲିକ – ହିମାଂଶୁ ଚାଉଳିଆ
୪) ଆଠଗଡ଼- ସୁଦର୍ଶନ ସାହୁ
୫) ପୁରୀ – ଉମାବଲ୍ଲଭ ରଥ


Enter your email to get our daily news in your inbox.

All Right Reserved By Dharitri.Com

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ

ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?