ନବୀନ ନିବାସରେ ପ୍ରାର୍ଥୀ ଚୟନ କସରତ, ଆଜି ଭୁବନେଶ୍ୱର-କନ୍ଧମାଳ-ବ୍ରହ୍ମପୁର ଲାଗି ବୈଠକ

ଭୁବନେଶ୍ୱର,୨୧।୩: ଗୋଟିଏ ପଟେ ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇ ନ ଥିବା ବେଳେ ନବୀନ ନିବାସରେ ଟିକେଟ ପାଇଁ କସରତ ଚାଲିଛି। ଗୁରୁବାର ଭୁବନେଶ୍ୱର, କନ୍ଧମାଳ, ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ବୈଠକ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ୱର ପର୍ଯ୍ୟବେକ୍ଷକ ଶ୍ରୀମୟୀ ମିଶ୍ର ଓ ଗଞ୍ଜାମର ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ ପ୍ରମୁଖ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ବ୍ରହ୍ମପୁର, କନ୍ଧମାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡିରେ ଅନେକ ଅଶାୟୀ ଅଛନ୍ତି। ଏହି ସଂସଦୀୟ କ୍ଷେତ୍ରରେ ଅଧିକ ଗୋଷ୍ଠୀ କନ୍ଦଳ ମଧ୍ୟ ରହିଛି। କିପରି ଦଳ ତାକୁ ଚେକ୍‌ ଦେବ ସେନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅଲୋଚନା କରିବେ।

ସେହିପରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଭାଜପା ହାତରେ ରହିଛି। ଚଳିତ ନିର୍ବାଚନରେ ଏହି ସଂସଦୀୟ କ୍ଷେତ୍ର କିପରି ବିଜେଡି ଖାତାକୁ ଯିବ ସେନେଇ ମଧ୍ୟ ବୈଠକରେ ଅଙ୍କକଷା ଯାଇପାରେ। କହିବାକୁ ଗଲେ ନିର୍ବାଚନ ପୂର୍ବରୁ ପ୍ରାର୍ଥୀ ଚୟନ କସରତକୁ ଜୋରଦାର କରଛି ବିଜେଡି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

କ୍ରାନ୍ତି ଦିବସରେ ଯୁବଶକ୍ତି ଟ୍ରଷ୍ଟର ‘କ୍ରାନ୍ତି ହିଁ କର୍ତ୍ତବ୍ୟ’କାର୍ଯ୍ୟକ୍ରମ

ଭୁବନେଶ୍ୱର, ଭୁବନେଶ୍ୱର, ୧୦।୮: ଐତିହାସିକ ଭାରତ ଛାଡ ଆନ୍ଦୋଳନର ସ୍ମୃତି ଓ ଚେତନାକୁ ନୂତନ ଯୁବ ପିଢିଙ୍କ ମଧ୍ୟରେ ପହଞ୍ଚାଇବା ସହ ଯୁବ ଶକ୍ତିକୁ ଦେଶ ଓ…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri