ଓଡ଼ିଶା-ଛତିଶଗଡ଼ ଜଳବିବାଦ ମାମଲା: ୨ ରାଜ୍ୟ ମଧ୍ୟରେ ଆଜି ହେବ ଆଲୋଚନା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଓଡ଼ିଶା-ଛତିଶଗଡ଼ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢିବା କାରଣରୁ ଛତିଶଗଡ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ ସରକାର ଅନୁରୋଧ କରିଛନ୍ତି। ହେଲେ ଓଡ଼ିଶା ଫାଟକ ଖୋଲିବାକୁ ମନା କରିଦେଇଛି। ଏସବୁ ଭିତରେ ଆଜି ଅପରାହ୍ନ ୪ଟାରେ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଜଳ ପରିଚାଳନା ନେଇ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ଆଲୋଚନା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟେକ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ

ଭୁବନେଶ୍ୱର, ୧।୧୦(ବ୍ୟୁରୋ)- ଏଣିକି ପ୍ରତିବର୍ଷ ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ। ଅକ୍ଟୋବର ୧କୁ ସାରା ଆନ୍ତର୍ଜାତିକ ବୟସ୍କ ଦିବସ ଭାବେ...

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର...

ନୂଆ ଭାରିଆଣ୍ଟକୁ ନେଇ ରାଜ୍ୟ ସରକାର ସଜାଗ: ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୧୨(ବ୍ୟରୋ): ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ସଚିବଙ୍କ...

ଆସନ୍ତା ୨୬ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୬।୩(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ଶାହା ଭଦ୍ରକ ଲୋକ ସଭା...

ଶିମିଳିପାଳ ୨ ଦିନ ବନ୍ଦ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶିମିଳିପାଳ ଅଭୟାରଣ୍ୟ ଶୁକ୍ରବାର ଏବଂ ଶନିବାର ବନ୍ଦ ରହିବ । ଘନ କୁହୁଡି ଯୋଗୁ ରାସ୍ତା ଠିକ୍‌ ଭାବେ ଦେଖାଯାଉ ନ ଥିବାରୁ ପର୍ଯ୍ୟଟକଙ୍କ...

କଡ଼ାକଡ଼ି ହେବ ପ୍ରଥମବର୍ଷ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ଲାଗି ରାଜ୍ୟ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗ ପ୍ରୟାସ ଚଳାଇଛନ୍ତି। ଏହି କ୍ରମରେ ଯୁକ୍ତ ୨ର ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନଙ୍କ...

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ...

ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ...

Advertisement
Archives

Model This Week