ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା ମୁଖ୍ୟମନ୍ତ୍ରୀ ଇଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା। ଶେଷରେଫଡନାଭିସ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏବଂ ଭାଜପା ମୁଖ୍ୟ ଜେପି ନଡାଙ୍କ ସମେତ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗ ଦେଇଛନ୍ତି।

ଏହି କ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଞ୍ଚରେ ନଜର ଆସିଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କରମର୍ଦ୍ଧନ କରି ଦେବେନ୍ଦ୍ର ଫଡନାଭିସଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଗୁରୁବାର ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ମୁମ୍ବାଇର ଛତ୍ରପତି ଶିବାଜୀ ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ପ୍ରବାସୀ ଓଡ଼ିଆଙ୍କ ତରଫରୁ ତାଙ୍କୁ ସ୍ୱାଗତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ…

ଯୁଦ୍ଧବେଳେ ଫସିଗଲା ଚାଇନା! ଆମେରିକା କଲା ବଡ଼ ଗେମ୍‌…

ବେଜିଂ,୧୦।୩: ଇରାନ-ଆମେରିକା ଯୁଦ୍ଧରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହେଉଛି ହର୍ମୁଜ, ଯାହା ବିଷୟରେ ଇରାନ ପୂର୍ୱରୁ ଆମେରିକାକୁ ଚେତାବନୀ ଦେଇ ଆସୁଥିଲା। ବିବାଦ ବଢ଼ିବା ସହିତ ଆମେରିକାର…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ…

ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…

ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ…

ଏଲପିଜି ସଙ୍କଟ: ଏସବୁ ରାଜ୍ୟରେ ବଢିଯିବ ଗ୍ୟାସଦର! ଓଡ଼ିଶାରେ…

ନୂଆଦିଲ୍‌ଲୀ,୧୦।୩: ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ଯୋଗୁଁ ଭାରତରେ ଏଲପିଜି (LPG) ବା ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି…

ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ

କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri