ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ…

ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ତାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ। ମୋହନ ଆହୁରି ମଧ୍ୟ ଲେଖିଛନ୍ତି, ପ୍ରଖର ରାଜନେତା ଏବଂ ସମର୍ପିତ ଜନସେବକ ଥିଲେ ଅଜିତ ପାଓ୍ବାର। ଅଜିତଙ୍କ ବିୟୋଗରେ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…

ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ…

କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ 

କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ…

କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ

କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା…

ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ…

ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri