ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧ ଟା ରୁ ଆରମ୍ଭ ହେବ ଏବଂସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।
ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଖୋର୍ଦ୍ଧା,୨୫।୧୦(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?