ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କଟକ ହେବ…

ଭୁବନେଶ୍ୱର,୧୨।୧୦:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ବାର୍ଟସିଟି ହେବ କଟକ। କଟକରେ ପୂଜା ମଣ୍ତପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ କଲି । କଟକ ସହର ହେଉଛି ଭାଇଚାରାର ସହର । ଏଭଳି ପୂଜା ସାରା ବିଶ୍ୱରେ କେଉଁଠି ଅଛି ମୁଁ ଦେଖିନାହିଁ । ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ମାଆଙ୍କ ଦର୍ଶନ କଲି । କଟକରେ ଭାଇଚାରା ରହିଆସିଛି । କଟକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମେ ଧ୍ୟାନ ଦେବୁ । ଆଗାମୀ ଦିନରେ ଓଡ଼ିଶା ସମୃଦ୍ଧ ଓଡ଼ିଶା ହେବ । ଓଡ଼ିଶାକୁ କଟକ ସହ ସମୃଦ୍ଧି ଆଣନ୍ତୁ ବୋଲି ପ୍ରାର୍ଥନା କଲି । ତେଣୁ କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ । କଟକରେ ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ । ୩୪ ମଣ୍ଡପ ବୁଲି ମାଆଙ୍କ ଆଶୀର୍ବାଦ ନେଲେ ମୋହନ ମାଝୀ । ଖାନନଗରରେ ଦହିବରା ଆଳୁଦମ ଖାଇଲେ । ସଂଧ୍ୟାରେ କେନ୍ଦୁଝର ଯାଇ ମାଆଙ୍କୁ ଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri