ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କଟକ ହେବ…

ଭୁବନେଶ୍ୱର,୧୨।୧୦:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ବାର୍ଟସିଟି ହେବ କଟକ। କଟକରେ ପୂଜା ମଣ୍ତପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ କଲି । କଟକ ସହର ହେଉଛି ଭାଇଚାରାର ସହର । ଏଭଳି ପୂଜା ସାରା ବିଶ୍ୱରେ କେଉଁଠି ଅଛି ମୁଁ ଦେଖିନାହିଁ । ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ମାଆଙ୍କ ଦର୍ଶନ କଲି । କଟକରେ ଭାଇଚାରା ରହିଆସିଛି । କଟକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମେ ଧ୍ୟାନ ଦେବୁ । ଆଗାମୀ ଦିନରେ ଓଡ଼ିଶା ସମୃଦ୍ଧ ଓଡ଼ିଶା ହେବ । ଓଡ଼ିଶାକୁ କଟକ ସହ ସମୃଦ୍ଧି ଆଣନ୍ତୁ ବୋଲି ପ୍ରାର୍ଥନା କଲି । ତେଣୁ କଟକକୁ ଖୁବଶୀଘ୍ର ସ୍ମାର୍ଟସିଟି କରାଯିବ । କଟକରେ ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ । ୩୪ ମଣ୍ଡପ ବୁଲି ମାଆଙ୍କ ଆଶୀର୍ବାଦ ନେଲେ ମୋହନ ମାଝୀ । ଖାନନଗରରେ ଦହିବରା ଆଳୁଦମ ଖାଇଲେ । ସଂଧ୍ୟାରେ କେନ୍ଦୁଝର ଯାଇ ମାଆଙ୍କୁ ଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri