ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri