ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…

ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବିଭିନ୍ନ ସ୍ତରରେ ଅଧିକାରୀଙ୍କୁ ବାତ୍ୟା ପରିଚାଳନା ପାଇଁ ଗୁରୁ ଦାୟିତ୍ୱ ଦିଆଯାଇଛି । ଦାୟିତ୍ୱ ପାଇଥିବା ସରକାରୀ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମସ୍ତ ବିଧାୟକଙ୍କୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ।

ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ପରିପ୍ରେକ୍ଷୀରେ ଜିଲା ପ୍ରଶାସନ ସହିତ ସମନ୍ବିତ ଭାବେ ବାତ୍ୟା ମୁକାବିଲା କରିବା ସହିତ ରିଲିଫ ଓ ଉଦ୍ଧାରକାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିବା ଆବଶ୍ୟକ। ସମସ୍ତ ବିଧାୟକ/ବିଧାୟିକା ନିଜ ନିଜ ଅଞ୍ଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥା ସମ୍ଭବ ଚେଷ୍ଟିତ ହୁଅନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri