ସମସ୍ତ କଳ୍ପନାଜଳ୍ପନାର ଅନ୍ତ: ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଲା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି ପାଇଛି। ଚଳିତ ମାସରେ ସେ ଅବସର ନେଇଥାନ୍ତେ। ଏଣୁ ତାଙ୍କ ସ୍ଥାନରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବ ତାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଥିଲା। ଏସବୁରେ ସାମାନ୍ୟ ବିରାମ ଲଗାଇ ୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁରେଶଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ ରାଜ୍ୟ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଗଷ୍ଟ ୧୦ରେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ମୁଖ୍ୟ ସଚିବ ଭାବେ ସୁରେଶଙ୍କ କାର୍ଯ୍ୟକାଳକୁ ଆଉ ୬ ମାସ ବୃଦ୍ଧି କରିବାକୁ ଆବେଦନ କରାଯାଇଥିଲା। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ଅନୁମୋଦନ କରାଯାଇଛି। ଚଳିତ ବର୍ଷ ଫେବୃୟାରୀରେ ତାଙ୍କ କାର୍ଯ୍ୟକାଳ ପ୍ରଥମେ ବୃଦ୍ଧି ପାଇଥିଲା। ଏବେ ଏହାକୁ ପୁଣି ବୃଦ୍ଧି କରାଯାଇଥିବାରୁ ସେ ୨୦୨୩ ଫେବୃଆରୀ ୨୮ ଯାଏ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଧୀନ ଜାମସେଠ ନିକଟ ଛିନ୍ଦେକେଲା ଧାନ ମଣ୍ଡିରେ ଗୁରୁବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି।...

‘ଆମକୁ ଆମ ସ୍କୁଲ ଫେରାଇ ଦିଅ’

ମହାକାଳପଡ଼ା,୨୨ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତର ଗୟସପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହ୍ରାସ ଯୋଗୁ ବ୍ଲକ ଶିକ୍ଷାଧିକାରୀଙ୍କ...

ଶିଶୁଙ୍କୁ ବଣ୍ଟନ ହେଉଥିବା ଛତୁଆରେ ବାଲି, ଗୁଣବତ୍ତାକୁ ନେଇ ଉଠିଲା ପ୍ରଶ୍ନ

ନୟାଗଡ଼ ଅଫିସ,୪।୮: ନୟାଗଡ଼ ଜିଲାର ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା ଛତୁଆର ଗୁଣବତ୍ତା ଉପରେ ପ୍ରଶ୍ନ ଉଠିଛି। ଏହାର ମାନ ଭଲ ନ ଥିଲେ...

ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି...

ରାତିସାରା ହୋଟେଲରେ ଥିଲେ ମନୀଷ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସ (୩୦)ଙ୍କ ମୃତଦେହ ମିଳିବା...

ନବୀନଙ୍କ ସହ ଫୋନ୍‌ ଯୋଗେ କଥା ହେଲେ ରାଷ୍ଟ୍ରପତି, ଦେଲେ ଶୁଭେଚ୍ଛା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ଭାବେ ପଞ୍ଚମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପରେ ନବୀନଙ୍କ ନିକଟକୁ ଶୁଭେଚ୍ଛାର...

ଓସିଏ ନିର୍ବାଚନ: ବାଲଟରେ ଭୋଟ ଦେଲେ ଆଶୀର୍ବାଦ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନରେ ଭୋଟ ଦେଇଛନ୍ତି ଆଶୀର୍ବାଦ ବେହେରା। ବାଲଟ ପେପରରେ ସେ ଭୋଟ ଦେଇଥିବା ଜଣାପଡ଼ିଛି। ଓସିଏର ପୂର୍ବତନ ସମ୍ପାନଦ ଆଶୀର୍ବାଦ...

୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ

କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ...

Advertisement
Archives

Model This Week