ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା : ଜାଣନ୍ତୁ କେବେଠୁ କରିବେ ଆବେଦନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ ବା
ଓପିଏସ୍‌ସି ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।
ବିଜ୍ଞପ୍ତି ଅନୁଯାୟୀ, ଜାନୁୟାରୀ ୧୭ରୁ ଆଶାୟୀ ଛାତ୍ରୀଛାତ୍ର ଅନଲାଇନରେ କରିପାରିବେ ଆବେଦନ । ଫେବୃୟାରୀ ୧୬ ଆବେଦନର ଶେଷ ତାରିଖ ରହିଛି । ଆଶାୟୀ ଛାତ୍ରଛାତ୍ରୀ http:/opsc.gov.in ରେ ଆବେଦନ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri