ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୧।୨: ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ। ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ ମଧ୍ୟାହ୍ନ ଭୋଜନ ମିଳୁଥିବା ବେଳେ ଏଥିରେ ଏବେ ଏହି ଦୁଇ ଶ୍ରେଣୀ ସୁବିଧା ପାଇବେ। କଟକରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ଏହି ଅବସରରେ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍କୁଲ ଛାଡିବା ବନ୍ଦ କରିବାକୁ ସରକାର ଯଥାସାଧ୍ୟ ଚେଷ୍ଟା କରିବେ। ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରିବାକୁ ସେ ତାଙ୍କ ସରକାରଙ୍କ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରତୀକ ବିଦ୍ୟାଲୟ ପ୍ରତିଷ୍ଠା ପାଇଁ ସରକାର ୪-୫ କୋଟି ଟଙ୍କା ଖର୍ଚ୍ଚ କରିବେ।

ପ୍ରାଥମିକ ଶିକ୍ଷା ଉପରେ ଧ୍ୟାନ ନ ଦେଇଥିବାରୁ ସେ ପୂର୍ବ ବିଜେଡି ସରକାରଙ୍କୁ ନିନ୍ଦା କରିଛନ୍ତି। ଏହା ବଦଳରେ ପୂର୍ବ ସରକାର 5T କାର୍ଯ୍ୟକ୍ରମ ନାମରେ ବିଦ୍ୟାଳୟଗୁଡ଼ିକୁ ରଙ୍ଗ ବୋଲିବାରେ ବ୍ୟସ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri