ଏଲିଭେଟେଡ୍ କରିଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୯୫୨ କୋଟି ଟଙ୍କା

ଭୁବନେଶ୍ୱର,୧୨।୧: ରାଜଧାନୀର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଡିଶା ସରକାର ବଡ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୯୫୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କରିଡରରେ ଜୟଦେବ ବିହାର, କଳିଙ୍ଗ ହସ୍ପିଟାଲ୍, ଡମଣା ଏବଂ କିଟ୍ ଛକଠାରେ ଚାରିଟି ଫ୍ଲାଏଓଭର ନିର୍ମାଣ କରାଯିବ।

ଏଥିସହିତ ରାଜ୍ୟ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏକ ନୂତନ ଲୋକସେବା ଭବନ ଏବଂ ବିଧାନସଭା ଗୃହ ପାଇଁ ମଧ୍ୟ ଶିଳାନ୍ୟାସ କରିଛନ୍ତି।ଏଥିପାଇଁ ୩,୬୨୩ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରାୟ ୭୧.୧୩ ଏକର ପରିମିତ ଅଞ୍ଚଳରେ ଏହି ଭବ୍ୟ କ୍ୟାମ୍ପସ ନିର୍ମାଣ ହେବ। ନୂତନ ବିଧାନସଭା ଗୃହରେ ପ୍ରାୟ ୩୦୦ ବିଧାୟକ ବସିବାର କ୍ଷମତା ରହିବ, ଯାହା ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ମୋଟ ୭୧ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି, ଯାହାର ସାମଗ୍ରିକ ମୂଲ୍ୟ ପ୍ରାୟ ୬,୭୦୦ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

‘ଭାରତୀୟ ଜ୍ଞାନ ପ୍ରଣାଳୀ: ବର୍ତ୍ତମାନର ଶାସନ ପାଇଁ ପ୍ରାସଙ୍ଗିକତା’ ଶୀର୍ଷକ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୨୭।୨: ଉତ୍କଳ ବିଶ୍ୱବିଦ୍ୟାଳୟର ଲୋକ ପ୍ରଶାସନ ବିଭାଗ ଦ୍ୱାରା ‘ଭାରତୀୟ ଜ୍ଞାନ ପ୍ରଣାଳୀ: ଆଧୁନିକ ଶାସନ ବ୍ୟବସ୍ଥାରେ ପ୍ରାସଙ୍ଗିକତା’ ଶୀର୍ଷକ ଦୁଇଦିନିଆ ଜାତୀୟ ସମ୍ମିଳନୀର ଉଦଘାଟନ ଅନୁଷ୍ଠାନ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri