ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଭାଜପା ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୯।୯: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭା ପରିସରରେ ଭାଜପା ଜାତୀୟ ସାଧାରଣ ସମ୍ପାଦକ ତରୁଣ ଛୁଘଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ଡାକିଥିଲେ। ବୈଠକରେ ଓଡ଼ିଶା ଭାଜପା ଇନଚାର୍ଜ ବିଜୟପାଲ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ ସାମଲ, ଉପ-ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ, ପ୍ରଭାତୀ ପରିଡ଼ା ଓ ଭାଜପା ବିଧାୟକମାନେ ଉପସ୍ଥିତ ଥିଲେ।

ତରୁଣ ଛୁଘ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବ୍ୟବସାୟ-ଅନୁକୂଳ ‘ଏକ ଦେଶ, ଏକ ଟ୍ୟାକ୍ସ’ ଜିଏସଟି ମଡେଲ ଆରମ୍ଭ ହୋଇଛି। ନବରାତ୍ରୀରୁ ନୂଆ ଜିଏସଟି ସଂସ୍କାର କାର୍ଯ୍ୟକାରୀ ହେବ ଏବଂ କିଛି ଶସ୍ୟକୁ ଟ୍ୟାକ୍ସ-ମୁକ୍ତ କରାଯିବ। ପ୍ରଧାନମନ୍ତ୍ରୀଙ୍କ ‘ଗର୍ବ ସେ କହୋ, ଏ ସ୍ୱଦେଶୀ ହୈ’ ଅଭିଯାନରେ ସ୍ଥାନୀୟ କାରିଗର ଓ ଛୋଟ ଶିଳ୍ପର ପ୍ରୋତ୍ସାହନ ପାଇଁ ନଭରାତ୍ରୀ ଓ ଦୀପାବଳିରେ ‘ସ୍ୱଦେଶୀ ମେଳା’ ଆୟୋଜନ କରିବାକୁ ସେ ବିଧାୟକମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ଆତ୍ମନିର୍ଭର ଭାରତର ଦିଗରେ ଏକ ପଦକ୍ଷେପ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri