ଲୋକପ୍ରିୟତାରେ ପୁଣି ୧ନଂ ହେଲେ ନବୀନ

ଭୁବନେଶ୍ୱର,୧୧।୨: ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଲୋକପ୍ରିୟତାରେ ସବୁଠୁ ଆଗରେ । ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି ।

ସଦ୍ୟ ସର୍ଭେ ଅନୁଯାୟୀ, ନବୀନଙ୍କୁ ରାଜ୍ୟର ୫୨.୭% ଲୋକେ ପସନ୍ଦ କରୁଛନ୍ତି । ଓଡ଼ିଶାରେ ସର୍ଭେ ଟିମ ୩୭୬୦ଜଣଙ୍କ ମତ ନେଇଥିଲା । ସେଥିରୁ ୫୨.୭% ଲୋକେ ନବୀନଙ୍କ କାମରେ ବେଶ ସନ୍ତୁଷ୍ଟ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri