ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିଟା  ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥିପାଇଁ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri