ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ସ୍ଲୋଗାନ ଦେବା ସହିତ ଘଣ୍ଟ ବାଡେଇବା ସହିତ ତୁରୀ ଫୁଙ୍କି ପ୍ରତିବାଦ କରିଥିଲେ। ଫଳରେ ପ୍ରବଳ ହଟ୍ଟଗୋଳ ଯୋଗୁ ସାଢ଼େ ୧୧ ଯାଏଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri